ଆଞ୍ଚଳିକଗଞ୍ଜାମ ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ ପଣ୍ଡା । By Dunia Halchal - June 28, 2025 56 Share FacebookTwitterPinterestWhatsApp ADVERTISEMENT ବ୍ରହ୍ମପୁର,୨୮/୬(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ ପଣ୍ଡା । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କ ଆଙ୍କୁଲି ସ୍ଥିତ ବାସଭବନ, ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ ସମେତ ୭ରୁ ଅଧିକ ସ୍ଥାନରେ ଚଢ଼ାଉ ଜାରି ରଖିଛି । Advertisement