Friday, September 4, 2026
ADVERTISEMENT
Home ଆଞ୍ଚଳିକ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରଥଚକ ମାଡ଼ିଯିବା ଫଳରେ ଜଣେ ଯୁବକଙ୍କ...

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରଥଚକ ମାଡ଼ିଯିବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ।

81
ADVERTISEMENT

ବ୍ରହ୍ମପୁର,୨୮/୬(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରଥଚକ ମାଡ଼ିଯିବା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ରଥ ଗଡ଼ୁଥିବା ବେଳେ ହଠାତ୍ ଭିଡ଼ରେ ଅସାବଧାନତା ଯୋଗୁଁ ସେ ତଳେ ପଡ଼ି ଯାଇଥିଲେ। ଫଳରେ ରଥଚକ ତାଙ୍କ ଉପରେ ଚଢ଼ିଯାଇଥିଲା। ମୃତକ ହେଲେ ଶିବରାମ ବେହେରା (୩୦)।

Advertisement