ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ ।

57
ADVERTISEMENT

ପୁରୀ,୨୯/୬(ଡ଼ି.ଏଚ ବ୍ୟୁରୋ):-ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ଶରଧାବାଲିରେ ପହଞ୍ଚିଛ ତିନିରଥ। ରଥରେ ବିଜେ କରିଛନ୍ତି ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀସୁଦର୍ଶନ। ଦାରୁବ୍ରହ୍ମଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ସେପଟେ ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ଲାଗି ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

Advertisement