ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା।

83
ADVERTISEMENT

ଭୁବନେଶ୍ୱର,୩୦/୬(ଡ଼ି.ଏଚ ବ୍ୟୁରୋ):-ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍କା କରିବାରେ ସହାୟକ ହେବେ ।

Advertisement