ନୂଆଦିଲ୍ଲୀ,୦୧/୧(ଡ଼ି.ଏଚ ବ୍ୟୁରୋ):-ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲା ପସାମୋଲାରମ ଶିଳ୍ପାଞ୍ଚଳର ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୩୪ଜଣଙ୍କ ମୃତ୍ୟୁ ହୋଇଛି । ଏବଂ ଏହି ବିସ୍ଫୋରଣ ରେ ଅନେକ ଲୋକ ଆହତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ସୂଚନା ମିଳିଛି । ବିସ୍ଫୋରଣରେ କାରଖାନାର ଏକ ଅଂଶ ଭୁଶୁଡି ପଡିଥିବାର ଭୟଙ୍କର ନିଆଁ ଲାଗିଯାଇଥିଲା ।



















