ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି ।

60
ADVERTISEMENT

ମ୍ବଲପୁର,୦୬/୭(ଡ଼ି.ଏଚ ବ୍ୟୁରୋ):-ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରର ଜଳ ସ୍ତର ୬୦୯.୦୬ ଫୁଟ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବାହ ବଢ଼ୁଛି।

Advertisement