ବ୍ରହ୍ମପୁରରେ ପୁଣି ଜଣେ ବ୍ୟକ୍ତିଙ୍କୁ ହତ୍ୟା ।

57
ADVERTISEMENT

ବ୍ରହ୍ମପୁର,୦୭/୭(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁରରେ ପୁଣି ଜଣେ ବ୍ୟକ୍ତିଙ୍କୁ ହତ୍ୟା । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସିଙ୍ଗବାଡ଼ିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦିଲ୍ଲୀପ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି ।

Advertisement