ବ୍ରହ୍ମପୁର,୦୭/୭(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲା ଦିଗପହଣ୍ଡି ଉସ୍ତପଲ୍ଲୀ ଗାଁରେ ଝାଡାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଝାଡାବାନ୍ତି ଏହି ଅଞ୍ଚଳରେ କିପରି ବ୍ୟାପିଲା ତାହାର ଯାଞ୍ଚ କରାଯାଉଛି । ଏବଂ ସ୍ଥାନୀୟ ଅଞ୍ଚଳର ପାଣି ନମୁନା ସଂଗ୍ରହ କରି ଲ୍ୟାବକୁ ପଠାଯାଇଥିବା ସୂଚନା ମିଳିଛି ।



















