ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି ।

63
ADVERTISEMENT

ପିପିଲି,୦୯/୭(ଡ଼ି.ଏଚ ବ୍ୟୁରୋ):-ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅର୍ନ୍ତଗତ ବେଗୁନିଆପଡା, ତରଡା, ଶିଶୁଆପଡା, ସିଂହବ୍ରହ୍ମପୁର ଓ ବଡଆଙ୍କୁଲା ଅଞ୍ଚଳରେ କୁକୁଡ଼ା ମଡ଼କ ଦେଖିବାକୁ ମିଳିଛି । ଫାର୍ମରେ ହଜାର ହଜାର ସଂଖ୍ୟାରେ କୁକୁଡ଼ା ମରି ପଡୁଥିବା ଅଭିଯୋଗ ହୋଇଥିବାବେଳେ ଯାହାକୁ ନେଇ ଏବେ ଚିନ୍ତାରେ ପଡିଛ ଚାଷୀ ।

Advertisement