ଆଜିଠୁ ରାଜ୍ୟରେ ସମସ୍ତ ପେଟ୍ରୋଲ ପମ୍ପରେ ତେଲ ସଙ୍କଟ ଦେଖା ଦେଇପାରେ ।

64
ADVERTISEMENT

ଭୁବନେଶ୍ୱର,୧୦/୭(ଡ଼ି.ଏଚ ବ୍ୟୁରୋ):-ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁଁ ଆଜିଠୁ ରାଜ୍ୟରେ ସମସ୍ତ ପେଟ୍ରୋଲ ପମ୍ପରେ ତେଲ ସଙ୍କଟ ଦେଖା ଦେଇପାରେ । ଏନେଇ ଆଶଙ୍କା କରିଛନ୍ତି ରାଜ୍ୟ ପେଟ୍ରୋଲିୟମ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ । ତେବେ ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସଂକଟ ନାହିଁ।

Advertisement