ଯାଜପୁର ,୧୦/୭(ଡ଼ି.ଏଚ ବ୍ୟୁରୋ):-ଯାଜପୁର ସଦର ଥାନା ଅଂଚଳରେ ପରକୀୟା ପ୍ରୀତିକୁ ନେଇ ପତ୍ନୀ ଓ ପତ୍ନୀଙ୍କ ପ୍ରେମିକର ଗଳା କାଟି ହତ୍ୟା ଉଦ୍ୟମ କରିଛନ୍ତି ସ୍ୱାମୀ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଅଭିଯୁକ୍ତ ସ୍ୱାମୀ ମନୋଜ କୁମାର ମହାନ୍ତି ଫେରାର । ଏବଂ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

















