ଖୋର୍ଦ୍ଧା,୨୫/୭(ଡ଼ି.ଏଚ ବ୍ୟୁରୋ):-ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲାକୁ ବ୍ୟାପିଲା ବାର୍ଡ ଫ୍ଲୁ । ଖୋର୍ଦ୍ଧା ଜିଲାର ଜଙ୍କିଆ ଅଞ୍ଚଳରୁ ସଂଗୃହୀତ ନମୁନାରେ ବାର୍ଡ଼ ଫ୍ଲୁ ଭୂତାଣୁ ଥିବା ଜଣାପଡ଼ିବା ପରେ ସମୂହ କୁକୁଡ଼ା ନିପାତ ଅଭିଯାନ ଆରମ୍ଭ ହୋଇଛି।ଏଥିରେ କନ୍ଧମାଳରୁ ୩ ଓ ଢେଙ୍କାନାଳରୁ ୨ଟି ରାପିଡ୍ ରେସ୍ପନ୍ସ ଟିମ୍ ଆସିଛନ୍ତି। ଆଜି ମୁଣ୍ଡାଆମ୍ବଠାରୁ ଏକ କିମି ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ନିପାତ କରାଯିବ।

















