Thursday, September 3, 2026
ADVERTISEMENT
Home ଆଞ୍ଚଳିକ ଆଜି ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍।

ଆଜି ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍।

82
ADVERTISEMENT

ସମ୍ବଲପୁର,୦୧/୮(ଡ଼ି.ଏଚ ବ୍ୟୁରୋ):-ଆଜି ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍। ସେଥିପାଇଁ ଉତ୍ସବମୁଖର ସହର। ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ସାହିତ୍ୟ ତଥା ଭାଷାର ସ୍ରଷ୍ଟା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ । ତେଣୁ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏବଂ ସମ୍ବଲପୁରୀ ସଂସ୍କୃତିକୁ ତାଙ୍କ ଅବଦାନର ସମ୍ମାନ ସ୍ୱରୂପ କୁ ନେଇ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି।

Advertisement