ADVERTISEMENT
Home ଆଞ୍ଚଳିକ ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ଆଖି ବୁଜିଛନ୍ତି।

ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ଆଖି ବୁଜିଛନ୍ତି।

77
ADVERTISEMENT

ଭୁବନେଶ୍ୱର,o୩/୮(ଡ଼ି.ଏଚ ବ୍ୟୁରୋ):-ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ଆଖି ବୁଜିଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି। ମୃତ୍ୟୁପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା ବଢିବା ସହ ଅଧିକ ସଂଖ୍ୟାରେ ପୁଲିସ ମୁତୟନ କରାଯାଇଛି । ଏବଂ ବିରୋଧି ଦଳଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ ଆଶଙ୍କା କରାଯାଇଛି ।

Advertisement