Thursday, September 3, 2026
ADVERTISEMENT
Home ଆଞ୍ଚଳିକ ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ।

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ।

86
ADVERTISEMENT

ନବରଙ୍ଗପୁର ,o୪/୮(ଡ଼ି.ଏଚ ବ୍ୟୁରୋ):-ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ। ସ୍ଥାନୀୟ ଗାଁ ପାଖ ପଡ଼ିଆ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ତାଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ପୋଲିସ ର ତଦନ୍ତ ଜାରି।

Advertisement