ବ୍ରହ୍ମପୁର ଏମ କେ ସି ଜି ରେ ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ନବଜାତକଙ୍କୁ ଅକ୍ସିଜେନ୍ l

51
ADVERTISEMENT

ବ୍ରହ୍ମପୁର,୦୫/୮(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ଏ ମ କେ ସି ଜି ରେ ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ନବଜାତକଙ୍କୁ ଅକ୍ସିଜେନ୍ ଦିଆଯିବା ଘଟଣା ସାମ୍ନାକୁ ଆସିବା ପରେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିସନର୍ | ଏବଂ ତଦନ୍ତ ପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ |

Advertisement