Uncategorized ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତଙ୍କ ଆକ୍ରମଣ । By Dunia Halchal - August 5, 2025 52 Share FacebookTwitterPinterestWhatsApp ADVERTISEMENT ଖଲ୍ଲିକୋଟ,୦୫/୮(ଡ଼ି.ଏଚ ବ୍ୟୁରୋ):-ଗଂଜାମ ଜିଲ୍ଲା ଖଲ୍ଲିକୋଟ ମାଟିଆ ସାହି ଛକରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତଙ୍କ ଆକ୍ରମଣ । ଏବଂ ଯୁବକ ଜଣକ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତି ଥିବାବେଳେ ସ୍ଥାନୀୟ ପୋଲିସ ଖବର ପାଇ ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement