ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲଫଟା ବର୍ଷା ଓ ଭୂସ୍ଖଳନ।

57
ADVERTISEMENT

ନୂଆଦିଲ୍ଲୀ,o୬/୮(ଡ଼ି.ଏଚ ବ୍ୟୁରୋ):-ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲଫଟା ବର୍ଷା ଓ ଭୂସ୍ଖଳନ। କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯିବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି । ଏବଂ ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ଥିବାବେଳେ ଅନେକ ଲୋକ ମାଟି ତଳେ ଦବି ରହିଥିବା ଅନୁମାନ କରାଯାଉଛି ।

Advertisement