Thursday, August 20, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ।

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ।

75
ADVERTISEMENT

କୋରାପୁଟ,o୬/୮(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ନନ୍ଦପୁର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ। ସେ ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ପୁଅକୁ ଚାକିରୀ ଦେବା ପାଇଁ ୧୫ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି । ଏବଂ ଟଙ୍କା ଜବତ ପରେ କିରାଣିଙ୍କ ଭଡ଼ାଘରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି କରିଥିବା ସୂଚନା ମିଳିଛି।

Advertisement