ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା।

52
ADVERTISEMENT

କେନ୍ଦୁଝର,୦୭(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦୁଝର ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ସେ ଜଣେ ବ୍ୟକ୍ତିଙ୍କୁ ଜମିଜମା ସମ୍ପର୍କିତ କାଗଜପତ୍ର ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜଲାନ୍ସ ହାତରେ ଧରାପଡ଼ିଛନ୍ତି lଏବଂ ଭିଜିଲାନ୍ସ ପକ୍ଷରୁ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଚଢ଼ଉ ଜାରି ରହିଛି।

Advertisement