Saturday, August 15, 2026
ADVERTISEMENT
Home ଆଞ୍ଚଳିକ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର।

ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର।

72
ADVERTISEMENT

ଭୁବନେଶ୍ୱର,୦୮/୮(ଡ଼ି.ଏଚ ବ୍ୟୁରୋ):-ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଏକ୍ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ଏବଂ ଏହି ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ।

Advertisement