କେନ୍ଦୁଝର,୧୦/୮(ଡ଼ି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ଜଣେ ନାବାଳକର ମୃତଦେହ ଉଦ୍ଧାର । ମୃତ ନାବାଳକ ଅରୁଣ ବବୋଙ୍ଗା ହୋଇଥିବାବେଳେ ସେ କୌଣସି କାରଣରୁ ଛାତ ଉପରକୁ ଯାଇଥିଲେ। ଏବଂ ଛାତ ଉପରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ ।

















