ADVERTISEMENT
Home ଆଞ୍ଚଳିକ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ।

ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ।

149
ADVERTISEMENT

ଭୁବନେଶ୍ୱର,୧୪/୦୮(ଡ଼ି.ଏଚ ବ୍ୟୁରୋ):-ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବl ସହ ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବ। ଏନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Advertisement