ADVERTISEMENT
Home ଆଞ୍ଚଳିକ ରାଜଧାନୀ ଭୁବନେଶ୍ଵରରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଛି।

ରାଜଧାନୀ ଭୁବନେଶ୍ଵରରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଛି।

91
ADVERTISEMENT

ଭୁବନେଶ୍ୱର,୧୫/୮(ଡ଼ି.ଏଚ ବ୍ୟୁରୋ):-ରାଜଧାନୀ ଭୁବନେଶ୍ଵରରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ପାଳିତ ହୋଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ସେହିଭଳି ଦିଲ୍ଲୀ ଲାଲକିଲାରେ ତ୍ରିରଙ୍ଗା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି l

Advertisement