Wednesday, September 2, 2026
ADVERTISEMENT
Home ଆଞ୍ଚଳିକ ଯୁବତୀଙ୍କୁ ଗାଡ଼ି ଭିତରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ।

ଯୁବତୀଙ୍କୁ ଗାଡ଼ି ଭିତରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ।

90
ADVERTISEMENT

ମୟୂରଭଞ୍ଜ ,୩୧/୮(ଡ଼ି.ଏଚ ବ୍ୟୁରୋ):-ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗାଡ଼ି ଭିତରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ। ଯୁବତୀଜଣଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଘରୁ ଡାକି ଆଣି ୫ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଉଦଳା ଥାନାରେ ଅଭିଯୋଗ ହୋଇଥିବାବେଳେ ପୁଲିସ ଜଣଙ୍କୁ ଅଟକ ରଖିଛି। ଏବଂ ପୀଡ଼ିତା ଯୁବତୀଙ୍କ ଘର ବାଙ୍ଗିରିପୋଷି ଥାନା ଅଞ୍ଚଳର ବୋଲି ସୂଚନା ।

Advertisement