ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

85
ADVERTISEMENT

ଭୁବନେଶ୍ୱର,୦୧/୯(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି।। ଏବଂ ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଆଶଙ୍କା ରହିଛି।

Advertisement