ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରାପଡିଲେ ୧୬ ଜଣ ମାଓବାଦୀ ।

57
ADVERTISEMENT

ମାଲକାନଗିରି,୦୩/୯(ଡ଼ି.ଏଚ ବ୍ୟୁରୋ):ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ହାର୍ଡକୋର ମାଓବାଦୀ ଗିରଫ l ଏବଂ ଏମାନଙ୍କ ନିକଟରୁ ଆଇଇଡି, ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍ ଆଦି ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

Advertisement