ADVERTISEMENT
Home ଆଞ୍ଚଳିକ ମହାନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି।

ମହାନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି।

80
ADVERTISEMENT

ଭୁବନେଶ୍ୱର,o୫/୯(ଡ଼ି.ଏଚ ବ୍ୟୁରୋ):-ଲଘୁଚାପ ପ୍ରଭାବରେ ମହାନଦୀର ଉପରମୁଣ୍ଡରେ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି। ଫଳରେ ମହାନଦୀରେ ବନ୍ୟା ଆସିପାରେ ବୋଲି ଆଶଙ୍କା ପ୍ରକାଶ ପାଇବା ସହ ନଦୀକୁଳିଆ ଜିଲାଗୁଡ଼ିକୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ପରାମର୍ଶ ଦିଆଯାଇଛି।

Advertisement