Wednesday, September 2, 2026
ADVERTISEMENT
Home ଜିଲ୍ଲା ଅନୁଗୁଳ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି।

ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି।

69
ADVERTISEMENT

ଅନୁଗୁଳ ,୦୮/୯(ଡ଼ି.ଏଚ ବ୍ୟୁରୋ):-ଅନୁଗୁଳ ସଦର ଥାନା ଅଂଚଳରେ ଜଣେ ୧୦ ବର୍ଷର ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ଗାଁ ପାଖ ନାଳରୁ ଉଦ୍ଧାର ହୋଇଛି। ମୃତ ନାବାଳିକା ଶାବଳଭଙ୍ଗା ପଞ୍ଚାୟତ ଶ୍ୟାମସୁନ୍ଦରପୁର ଗାଁର ହୋଇଥିବାବେଳେ ତାକୁ ଦୁଷ୍କର୍ମ କରି ନାଳରେ ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ତୀବ୍ର ଉତ୍ତେଜନା ସୃଷ୍ଟି କରିବା ସହ ଅନୁଗୁଳ-ବନ୍ତଳା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ।

Advertisement