ଖେଳ ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍ ରେ ଦକ୍ଷିଣ କୋରିଆକୁ ୪-୧ରେ ହରାଇ ଭାରତ ବିଜୟ ମୁକୁଟ ପିନ୍ଧିଛି। By Dunia Halchal - September 8, 2025 68 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୦୮/୯(ଡ଼ି.ଏଚ ବ୍ୟୁରୋ):-ପୁରୁଷ ହକି ଏସିଆ କପ୍ ୨୦୨୫ ଫାଇନଲ୍ ମ୍ୟାଚ୍ ରେ ଡିଫେଣ୍ଡିଂ ଚାମ୍ପିୟନ ଦକ୍ଷିଣ କୋରିଆକୁ ୪-୧ରେ ହରାଇ ଭାରତ ବିଜୟ ମୁକୁଟ ପିନ୍ଧିଛି। ଏବଂ ଭାରତୀୟ ଦଳ ହକି ବିଶ୍ୱକପ୍ ୨୦୨୬ ପାଇଁ ଯୋଗ୍ୟତା ଅର୍ଜନ କରି ବା ସହ ଚତୁର୍ଥ ଥର ପାଇଁ ହକି ଏସିଆ କପର ଚାମ୍ପିଅନ ହୋଇଛି। Advertisement