Wednesday, September 2, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ କେନ୍ଦୁଝର ଚମ୍ପୁଆ ସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଙ୍ଗ ସ୍କୁଲର କିରାଣୀ ରୁପଚାନ୍ଦ ନାଏକ...

ଭିଜିଲାନ୍ସ ଜାଲରେ କେନ୍ଦୁଝର ଚମ୍ପୁଆ ସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଙ୍ଗ ସ୍କୁଲର କିରାଣୀ ରୁପଚାନ୍ଦ ନାଏକ l

87
ADVERTISEMENT

କେନ୍ଦୁଝର,୧୧/୯(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କେନ୍ଦୁଝର ଚମ୍ପୁଆ ସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଙ୍ଗ ସ୍କୁଲର କିରାଣୀ ରୁପଚାନ୍ଦ ନାଏକ l ସେ ଜଣେ ହିତାଧିକାରୀଙ୍କ ଏରିଅର ଓ ପେନସନ ପେପର କରାଇ ଦେବାକୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କେନ୍ଦୁଝର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

Advertisement