ଆଜି ବି ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

74
ADVERTISEMENT

ଭୁବନେଶ୍ୱର,୨୨/୯(ଡ଼ି.ଏଚ ବ୍ୟୁରୋ):-ଆଜି ବିଧାନସଭାର ଚତୁର୍ଥ ଅଧିବେଶନର ପଞ୍ଚମ ଦିନରେ ବିରୋଧୀ କଂଗ୍ରେସ ଓ ବିଜେଡି ସଦସ୍ୟମାନେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ କରାଯିବା ପ୍ରତିବାଦରେ ପ୍ଲାକାର୍ଡ ଓ ପୋଷ୍ଟର୍ ଧରି ନାରାବାଜି ସହ ହୋହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

Advertisement