ADVERTISEMENT
Home ଆଞ୍ଚଳିକ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ...

ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି l

75
ADVERTISEMENT

ଭୁବନେଶ୍ୱର,୨୪/୯(ଡ଼ି.ଏଚ ବ୍ୟୁରୋ):- ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି କୋରାପୁଟ, ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ କୋରାପୁଟ ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

Advertisement