ଖୋର୍ଦ୍ଧା,୨୭/୮(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ର ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର ରାକେଶ ସାହୁ । ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରାଇଦେବା ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ୧୨ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।



















