ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି।

54
ADVERTISEMENT

ଭୁବନେଶ୍ୱର,୦୧/୧୦(ଡ଼ି.ଏଚ ବ୍ୟୁରୋ):-ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨ ତାରିଖରେ ଏହା ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଉପକୂଳ ଛୁଇଁବ। ଫଳରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Advertisement