ADVERTISEMENT
Home ଆଞ୍ଚଳିକ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ।

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ।

71
ADVERTISEMENT

ଭୁବନେଶ୍ୱର,୦୨/୧୦(ଡ଼ି.ଏଚ ବ୍ୟୁରୋ):-ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ୧୮୬୯ ମସିହା ଅକ୍ଟୋବର ୨ରେ ଗୁଜୁରାଟରେ ଜନ୍ମଗ୍ରହଣ କରିଥିଲେ ଅହିଂସାର ପ୍ରତୀକ ମୋହନ ଦାସ କରମଚାନ୍ଦ ଗାନ୍ଧୀ ।ତାଙ୍କରି ଅହିଂସା ପଥ ଅନୁକରଣ କରି ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ୍ ପୁରୁଷଙ୍କ ଜୟନ୍ତୀ ପାଇଁ ସବୁଠି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।

Advertisement