ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକର ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ l

57
ADVERTISEMENT

କୋରାପୁଟ,୦୭/୧୦(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକର ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ l ସେ ଜଣେ ଠିକାଦାରଙ୍କ ଠାରୁ ବିଲ୍ ପାସ୍ କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଗିରଫ ହୋଇଛନ୍ତି ।ଏବଂ ତାଙ୍କ ଠାରୁ ରଙ୍ଗବୋଳା ଟଙ୍କା ଜବତ ହୋଇଛି ।

Advertisement