ହାଇଓ୍ବା ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ,ଜଣଙ୍କର ମୃତ୍ୟୁ।

49
ADVERTISEMENT

ବୌଦ୍ଧ,୧୦/୧୦(ଡ଼ି.ଏଚ ବ୍ୟୁରୋ):-ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଲକ୍ଷ୍ମଣପୁର ନିକଟରେ ହାଇଓ୍ବା-ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ବାଇକ୍ ରେ ଥିବା ୨ଜଣ କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି । ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Advertisement