Tuesday, August 25, 2026
ADVERTISEMENT
Home ଆଞ୍ଚଳିକ ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ।

ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ।

65
ADVERTISEMENT

ମୟୁରଭଞ୍ଜ,୧୧/୧୦(ଡ଼ି.ଏଚ ବ୍ୟୁରୋ):-ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅସନକୁଦର ଗାଁରେ ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ । ଘରୋଇ କଳିକୁ କେନ୍ଦ୍ର କରି ସ୍ୱାମୀ ସୁବଧି ଦେହୁରୀ ଏକ ଟାଙ୍ଗିଆରେ ସ୍ତ୍ରୀ ଟୁରୀ ଦେହୁରୀକୁ ହାଣି ହତ୍ୟା କରିଛି l ଖବର ପାଇ ଠାକୁରମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ।

Advertisement