Thursday, August 13, 2026
ADVERTISEMENT
Home ଆଞ୍ଚଳିକ ଭୁବନେଶ୍ୱର ରାଜ୍ୟ ମହିଳା ମୋର୍ଚ୍ଚା ପକ୍ଷରୁ ମମତା ବାନାର୍ଜୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ।

ଭୁବନେଶ୍ୱର ରାଜ୍ୟ ମହିଳା ମୋର୍ଚ୍ଚା ପକ୍ଷରୁ ମମତା ବାନାର୍ଜୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ।

75
ADVERTISEMENT

ଭୁବନେଶ୍ୱର,୧୪/୧୦(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ୱର ରାଜ୍ୟ ମହିଳା ମୋର୍ଚ୍ଚା ପକ୍ଷରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମହିଳା ବିରୋଧୀ ଅଭିମୁଖ୍ୟକୁ ଅତ୍ୟନ୍ତ ନିନ୍ଦନୀୟ ବୋଲି କହିବା ସହ ଏହାର ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ମମତା ବାନାର୍ଜୀଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।ଏବଂ ଏହି ବିକ୍ଷୋଭରେ ମହିଳା ମୋର୍ଚ୍ଚାର ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Advertisement