ଜାତୀୟ ବସ୍ ରେ ନିଆଁ ଲାଗି ୨୦ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ l By Dunia Halchal - October 15, 2025 66 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,(ଡ଼ି.ଏଚ ବ୍ୟୁରୋ):-ରାଜସ୍ଥାନର ଜୈସଲମୀରରେ ବସ୍ ରେ ନିଆଁ ଲାଗି ୨୦ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଅନ୍ୟ ଜଣ ଯାତ୍ରୀ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲ ରେ ଭର୍ତି l ଏବଂ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ଉକ୍ତ ବସ ଟି ଜୈସଲମୀରରୁ ଯୋଧପୁର ଯାଉଥିଲା l Advertisement