ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଲା କାର୍ ।

51
ADVERTISEMENT

ବରଗଡ଼,୧୭/ ୧୦(ଡ଼ି.ଏଚ ବ୍ୟୁରୋ):-ବରଗଡ଼ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା କାର୍। । କାରରେ ଥିବା ପାଞ୍ଚ ଜଣଙ୍କ ମଧ୍ୟରୁ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଦୁଇ ଜଣ ଗୁରୁତର ଥିବା ସୂଚନା । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା, ସେନେଇ ତଦନ୍ତ କରୁଛି ବରଗଡ଼ ଟାଉନ୍ ଥାନା ପୁଲିସ।

Advertisement