ଜାତୀୟ ବର୍ଷିଆନ ହିନ୍ଦୀ ଚଳଚ୍ଚିତ୍ର ହାସ୍ୟ ଅଭିନେତା ଗୋବର୍ଦ୍ଧନ ଆସରାନିଙ୍କର ପରଲୋକ । By Dunia Halchal - October 21, 2025 55 Share FacebookTwitterPinterestWhatsApp ADVERTISEMENT ନୂଆଦିଲ୍ଲୀ,୨୧/୧୦(ଡ଼ି.ଏଚ ବ୍ୟୁରୋ):-ବର୍ଷିଆନ ହିନ୍ଦୀ ଚଳଚ୍ଚିତ୍ର ହାସ୍ୟ ଅଭିନେତା ଗୋବର୍ଦ୍ଧନ ଆସରାନିଙ୍କର ୮୪ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଗତକାଲି ସେ ତାଙ୍କରି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । Advertisement