ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ ।

56
ADVERTISEMENT

ଭୁବନେଶ୍ୱର,୨୪/୧୦(ଡ଼ି.ଏଚ ବ୍ୟୁରୋ):-ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ଏନେଇ ରାଜ୍ୟର ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଆଦି ଜିଲ୍ଲାର ଜିଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛି ଯୋଗାଣ ବିଭାଗ ।

Advertisement