ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ।

48
ADVERTISEMENT

ଭୁବନେଶ୍ୱର,୩୧/୧୦(ଡ଼ି.ଏଚ ବ୍ୟୁରୋ):-ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ । ଏହି ଅବସରରେ ସର୍ଦ୍ଦାର ପଟେଲଙ୍କୁ ମନେ ପକାଇବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେହିଭଳି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Advertisement