ବିଜେପିରେ ମିଶିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ।

20
ADVERTISEMENT

ଭୁବନେଶ୍ଵର,୦୪/୧୧(ଡ଼ି.ଏଚ ବ୍ୟୁରୋ):-ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି ।

Advertisement