ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାର ବୋଇତ ବନ୍ଧାଣ ଉତ୍ସବ l

21
ADVERTISEMENT

ଭୁବନେଶ୍ୱର,୦୫/୧୧(ଡ଼ି.ଏଚ ବ୍ୟୁରୋ):-ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାର ବୋଇତ ବନ୍ଧାଣ ଉତ୍ସବ l ଏହି ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଆ କା ମା ଵୈ.ପାନ ଗୁଆ ଥୋଇ,ପାନ ଗୁଆ ତୋର, ମାସକ ଧରମ ମୋର” କହି ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ସୂର୍ଯ୍ୟ ନାରାୟଣଙ୍କୁ ଦର୍ଶନ କରିଛନ୍ତି।

Advertisement