Thursday, August 6, 2026
ADVERTISEMENT
Home ଆଞ୍ଚଳିକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡାବାସୀଙ୍କୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡାବାସୀଙ୍କୁ ଅନୁରୋଧ କରିଛନ୍ତି।

86
ADVERTISEMENT

ନୂଆପଡ଼ା,୦୭/୧୧(ଡ଼ି.ଏଚ ବ୍ୟୁରୋ):-ନୂଆପଡ଼ାର ସର୍ବଙ୍ଗୀନ ଓ ସାମଗ୍ରିକ ଉନ୍ନତି ପାଇଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଜିତାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡାବାସୀଙ୍କୁ ଅନୁରୋଧ କରିଛନ୍ତି। ଏବଂ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କୋମନାଠାରେ ଅନୁଷ୍ଠିତ ବିଶାଳ ଜନସଭାକୁ ସମ୍ବୋଧିତ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି।

Advertisement