ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି ।

46
ADVERTISEMENT

ଭୁବନେଶ୍ୱର,୦୮/୧୧(ଡ଼ି.ଏଚ ବ୍ୟୁରୋ):-ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେଉଛି । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ଏବଂ ଏହି ଫର୍ମପୂରଣ ଆସନ୍ତା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Advertisement