ଓଡ଼ିଶା- ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହ ଭୂମି ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ।

52
ADVERTISEMENT

ଭୁବନେଶ୍ୱର,୦୯/୧୧(ଡ଼ି.ଏଚ ବ୍ୟୁରୋ):-ଓଡ଼ିଶା- ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହ ଭୂମି ଛୋଟା ନାଗରା ଥାନା ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ। ଏହି ଆଇଡି ବିସ୍ଫୋରଣରେ ଦୁଇ ସନ୍ଧାନୀ କୁକୁର ସହିଦ ହୋଇଥିବାବେଳେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ଏବଂ ବର୍ତ୍ତମାନ ବି ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନଜାରି ରହିଛି ।

Advertisement